ଆଦି ପୁସ୍ତକ 41:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତଦନନ୍ତର ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitolaଓଡିଆ ବାଇବେଲ46 ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitolaପବିତ୍ର ବାଇବଲ46 ଯୋଷେଫ ତିରିଶ୍ ବର୍ଷ ବୟସରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଛିଡ଼ା ହୋଇଥିଲେ। ଏହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିଶର ଦେଶର ସର୍ବତ୍ର ଭ୍ରମଣ କଲେ। Viz kapitola |