ଆଦି ପୁସ୍ତକ 41:48 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ। Viz kapitolaଓଡିଆ ବାଇବେଲ48 ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ। Viz kapitolaପବିତ୍ର ବାଇବଲ48 ଯୋଷେଫ ସେହି ସାତ ବର୍ଷରେ ମିଶର ଦେଶରେ ଉତ୍ପନ୍ନ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ। ଯେଉଁ ନଗରର ଗ୍ଭରିଆଡ଼େ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ନଗରରେ ସଞ୍ଚିତ ହେଲା। Viz kapitola |