Online Bible

- Reklamy -




ଆଦି ପୁସ୍ତକ 41:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

52 ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

52 ଯୋଷେଫ ତାଙ୍କର ଦ୍ୱିତୀୟ ପୁତ୍ରର ନାମ ଦେଲେ ଇଫ୍ରୟିମ କାରଣ ସେ କହିଲେ, “ମୋହର ଦୁଃଖ ଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”

Viz kapitola kopírovat




ଆଦି ପୁସ୍ତକ 41:52

Následuj nás:

Reklamy


Reklamy