Online Bible

- Reklamy -




ଆଦି ପୁସ୍ତକ 41:56 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।

Viz kapitola kopírovat

ଓଡିଆ ବାଇବେଲ

56 ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।

Viz kapitola kopírovat

ପବିତ୍ର ବାଇବଲ

56 ସବୁଆଡ଼େ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଯୋଷେଫ ସବୁ ସ୍ଥାନରେ ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକିବାକୁ ଲାଗିଲେ। ତଥାପି ମିଶରରେ ଦୁର୍ଭିକ୍ଷ ପ୍ରବଳ ହେଲା।

Viz kapitola kopírovat




ଆଦି ପୁସ୍ତକ 41:56

Následuj nás:

Reklamy


Reklamy