ଆଦି ପୁସ୍ତକ 41:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ଵପ୍ନମାତ୍ର ଜ୍ଞାନ ହେଲା। Viz kapitolaଓଡିଆ ବାଇବେଲ7 ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା। Viz kapitolaପବିତ୍ର ବାଇବଲ7 ପୁଣି ସେହି ସାତୋଟି ପରିପୁଷ୍ଟ ଶୀଷାକୁ ଏହି ସାତୋଟି କ୍ଷୀଣ ଶୀଷା ଗିଳି ପକାଇଲେ। ଏହି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ ସ୍ୱପ୍ନମାତ୍ର ଜ୍ଞାନ ହେଲା। Viz kapitola |