ଆଦି ପୁସ୍ତକ 42:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏକ ଆରେକ ପ୍ରତି ଅନାଇ ରହୁଅଛ? Viz kapitolaଓଡିଆ ବାଇବେଲ1 ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ ?” Viz kapitolaପବିତ୍ର ବାଇବଲ1 ଯାକୁବ ଶୁଣିଲେ ଯେ, ମିଶରରେ ପ୍ରଚୁର ଖାଦ୍ୟ ଶସ୍ୟ ମହଜୁଦ ଅଛି। ତେଣୁ ଯାକୁବ ତାଙ୍କ ପୁତ୍ରମାନଙ୍କୁ କହିଲେ, “କିଛି ନ କରି କାହିଁକି ତୁମ୍ଭେ ଅଳସୁଆ ହୋଇ ବସୁଛ? Viz kapitola |