ଆଦି ପୁସ୍ତକ 42:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେମାନେ ଯେବେ ବିଶ୍ଵାସ୍ୟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକି ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ। Viz kapitolaଓଡିଆ ବାଇବେଲ19 ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ। Viz kapitolaପବିତ୍ର ବାଇବଲ19 ଯଦି ତୁମ୍ଭେମାନେ ବାସ୍ତବରେ ବିଶ୍ୱାସୀ ଲୋକ, ତେବେ ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ଜଣେ କାରାଗାରରେ ରହୁ। ଏବଂ ଅନ୍ୟ ସମସ୍ତେ ତୁମ୍ଭ ଲୋକମାନଙ୍କ ପାଇଁ ଶସ୍ୟ ନେଇ ଯାଇପାର। Viz kapitola |