ଆଦି ପୁସ୍ତକ 42:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ନିକାଶ ନିଆଯାଉଅଛି। Viz kapitolaଓଡିଆ ବାଇବେଲ22 ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।” Viz kapitolaପବିତ୍ର ବାଇବଲ22 ରୁବେନ୍ ସେମାନଙ୍କୁ କହିଲା, “ମୁଁ କହିଥିଲି ତୁମ୍ଭେ ତା'ର କିଛି କ୍ଷତି କର ନାହିଁ। କିନ୍ତୁ ତୁମ୍ଭେମାନେ ସେତେବେଳେ ମୋ’ କଥା ଶୁଣିଲ ନାହିଁ। ସେଥିପାଇଁ ଆମ୍ଭେମାନେ ଦଣ୍ଡ ଭୋଗୁଅଛୁ।” Viz kapitola |