Online Bible

- Reklamy -




ଆଦି ପୁସ୍ତକ 42:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।

Viz kapitola kopírovat

ଓଡିଆ ବାଇବେଲ

24 “ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।”

Viz kapitola kopírovat

ପବିତ୍ର ବାଇବଲ

24 ତେଣୁ ଯୋଷେଫ ସେମାନଙ୍କଠାରୁ ଦୂରକୁ ଯାଇ କାନ୍ଦିଲେ। କିଛି ସମୟ ପରେ ଯୋଷେଫ ସେମାନଙ୍କ ପାଖକୁ ଗଲେ। ତାଙ୍କର ଭାଇମାନଙ୍କ ମଧ୍ୟରୁ ଜଣକୁ ଅର୍ଥାତ୍ ଶିମିୟୋନକୁ ନେଇ ତାଙ୍କ ଭାଇମାନଙ୍କ ସମ୍ମୁଖରେ ବାନ୍ଧି ପକାଇଲେ।

Viz kapitola kopírovat




ଆଦି ପୁସ୍ତକ 42:24

Následuj nás:

Reklamy


Reklamy