ଆଦି ପୁସ୍ତକ 42:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ନଦି ସେଠାରୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ26 ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ26 ତେଣୁ ତାଙ୍କର ଭାଇମାନେ ସେହି ଗଧମାନଙ୍କ ପିଠିରେ ଶସ୍ୟ ଲଦି ସେହି ସ୍ଥାନ ପରିତ୍ୟାଗ କଲେ। Viz kapitola |