ଆଦି ପୁସ୍ତକ 42:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚର ଜ୍ଞାନ କରି କଟୁ କଥା କହିଲା। Viz kapitolaଓଡିଆ ବାଇବେଲ30 “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।” Viz kapitolaପବିତ୍ର ବାଇବଲ30 ସେମାନେ କହିଲେ, “ସେ ଦେଶର କର୍ତ୍ତା ଆମ୍ଭମାନଙ୍କ ଉପରେ ରୁକ୍ଷ ବ୍ୟବହାର କଲେ। ସେ ଭାବିଲେ ଆମ୍ଭେମାନେ ଚର। Viz kapitola |