ଆଦି ପୁସ୍ତକ 42:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’ Viz kapitolaପବିତ୍ର ବାଇବଲ (Re-edited) - (BSI)32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି। Viz kapitolaଓଡିଆ ବାଇବେଲ32 ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।” Viz kapitolaପବିତ୍ର ବାଇବଲ32 ଆମ୍ଭେ ତାଙ୍କୁ କହିଲୁ ଯେ, ଆମ୍ଭେ ବାର ଜଣ ଭାଇ ଅଟୁ। ଆମ୍ଭ ସମସ୍ତଙ୍କର ଏକ ପିତା, ଆମ୍ଭର ଜଣେ ଭାଇ ଯିଏ କି ମରିଯାଇଛି ଏବଂ ଆମ୍ଭର ସାନଭାଇ ଯେଏ କି ବର୍ତ୍ତମାନ କିଣାନ ଦେଶରେ ଅଛି।’ Viz kapitola |