ଆଦି ପୁସ୍ତକ 42:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ଵାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକି ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନି ଯାଅ। Viz kapitolaଓଡିଆ ବାଇବେଲ33 ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, “ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନି ଯାଅ। Viz kapitolaପବିତ୍ର ବାଇବଲ33 “ଏହା ପରେ ସେ ଦେଶର କର୍ତ୍ତା ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭର ସାଧୁତାର ପ୍ରମାଣ ଦେବା ପାଇଁ ଏହା ଏକ ବାଟ। ତୁମ୍ଭର ଜଣେ ଭାଇକୁ ଏହିଠାରେ ମୋ’ ପାଖରେ ଛାଡ଼ି ଦେଇ ଯାଅ। ଏହି ଶସ୍ୟ ତୁମ୍ଭର ପରିବାର ପାଇଁ ନେଇଯାଅ। Viz kapitola |