ଆଦି ପୁସ୍ତକ 42:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ତେବେ ସେ କହିଲେ, ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେଇଟି ମାତ୍ର ବାକୀ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯେବେ କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ଵ କେଶରେ କବରକୁ ପଠାଇବ। Viz kapitolaଓଡିଆ ବାଇବେଲ38 ତେବେ ସେ କହିଲେ, “ମୋ’ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।” Viz kapitolaପବିତ୍ର ବାଇବଲ38 କିନ୍ତୁ ଯାକୁବ ତାକୁ କହିଲେ, “ମୁଁ ବିନ୍ୟାମୀନକୁ ତୁମ୍ଭ ସହିତ ଛାଡ଼ିବି ନାହିଁ। ତା'ର ଭାଇ ମରିଯାଇଛି। ସେ ଜଣେ କେବଳ ରହିଯାଇଛି। ଯଦି ସେ ତୁମ୍ଭ ସହିତ ମିଶରକୁ ଯାଏ ଏବଂ ରାସ୍ତାରେ କିଛି ଗୋଟିଏ ହୋଇଯାଏ, ତେବେ ତୁମ୍ଭେ ମୋତେ ଶୋକରେ ମୋର ଏହି ପକ୍ୱ କେଶରେ କବରକୁ ପଠେଇ ଦେବ।” Viz kapitola |