ଆଦି ପୁସ୍ତକ 42:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। Viz kapitolaଓଡିଆ ବାଇବେଲ6 ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ6 ସେହି ସମୟରେ ମିଶରରେ ଯୋଷେଫ ଅଧ୍ୟକ୍ଷ ଥିଲେ। ଯେଉଁମାନେ ମିଶରରୁ ଖାଦ୍ୟ ଶସ୍ୟ କ୍ରୟ କରୁଥିଲେ ସେମାନଙ୍କୁ ଯୋଷେଫ ଖାଦ୍ୟ ବିକ୍ରୀ କରୁଥିଲେ। ତେଣୁ ଯୋଷେଫଙ୍କର ଭାଇମାନେ ଆସିଲେ ଏବଂ ସେମାନଙ୍କର ମୁଖ ଭୂମି ଆଡ଼କୁ କରି ଯୋଷେଫକୁ ପ୍ରଣାମ କଲେ। Viz kapitola |