ଆଦି ପୁସ୍ତକ 43:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ଆପଣା ଆପଣା ହସ୍ତରେ ଦ୍ଵିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ। Viz kapitolaଓଡିଆ ବାଇବେଲ12 ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ। Viz kapitolaପବିତ୍ର ବାଇବଲ12 ତୁମ୍ଭେମାନେ ଗତଥର ଯେତେ ଟଙ୍କା ନେଇଥିଲ ତା'ର ଦୁଇଗୁଣ ନିଅ। ଗତଥର ତୁମ୍ଭକୁ ଯେଉଁ ଟଙ୍କା ଫେରାଇ ଦେଇଥିଲେ ତାହା ବି ନେଇଯାଅ କାରଣ ସେ ଏହା ଭୁଲରେ ତୁମ୍ଭମାନଙ୍କୁ ଫେରାଇ ଦେଇଥିବେ। Viz kapitola |