ଆଦି ପୁସ୍ତକ 43:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ସର୍ବଶକ୍ତିମାନ୍ ପରମେଶ୍ଵର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇକି ଓ ବିନ୍ୟାମିନକୁ ଛାଡ଼ି ଦେବ। ମାତ୍ର ଯେବେ ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେଲି। Viz kapitolaଓଡିଆ ବାଇବେଲ14 ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍କୁ ଛାଡ଼ି ଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।” Viz kapitolaପବିତ୍ର ବାଇବଲ14 ମୁଁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବି, ସେ ରାଜ୍ୟପାଳଙ୍କୁ ଏପରି କରି ଦେବେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେ ଶିମିୟୋନ ଓ ବିନ୍ୟାମୀନଙ୍କୁ ନିରାପଦରେ ଫେରାଇ ଦେବେ। ଯଦି ନ ଫେରାନ୍ତି, ତେବେ ମୋତେ ପୁଣି ପୁତ୍ର ପାଇଁ ଶୋକ କରିବାକୁ ପଡ଼ିବ।” Viz kapitola |