ଆଦି ପୁସ୍ତକ 43:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସେ ଗୃହାଧ୍ୟକ୍ଷ କହିଲା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ଵର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା। ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା। Viz kapitolaଓଡିଆ ବାଇବେଲ23 ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋ’ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା। Viz kapitolaପବିତ୍ର ବାଇବଲ23 କିନ୍ତୁ ଦାସ ଉତ୍ତର ଦେଲେ, “ଭୟ କର ନାହିଁ। ମୋତେ ବିଶ୍ୱାସ କର। ତୁମ୍ଭର ପରମେଶ୍ୱର ତୁମ୍ଭ ପିତାଙ୍କର ପରମେଶ୍ୱର, ଉପହାର ସ୍ୱରୂପ ତୁମ୍ଭ ପଟରେ ପୁରା ଯାଇଥିଲା। ମୋର ମନେ ଅଛି ତୁମ୍ଭେ ସେହି ଟଙ୍କା ଗତ ଥର ମୋତେ ଶସ୍ୟ କିଣିବା ସମୟରେ ଦେଇଥିଲ।” ଏହା ପରେ ସେହି ଦାସଜଣକ ଶିମିୟୋନକୁ କାରାଗାରରୁ ବାହାର କଲେ। Viz kapitola |