Online Bible

- Reklamy -




ଆଦି ପୁସ୍ତକ 43:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।

Viz kapitola kopírovat

ଓଡିଆ ବାଇବେଲ

24 ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।

Viz kapitola kopírovat

ପବିତ୍ର ବାଇବଲ

24 ସେହି ଦାସ ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲେ। ସେ ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହା ପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।

Viz kapitola kopírovat




ଆଦି ପୁସ୍ତକ 43:24

Následuj nás:

Reklamy


Reklamy