ଆଦି ପୁସ୍ତକ 43:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟୀ ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ। Viz kapitolaଓଡିଆ ବାଇବେଲ26 ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ। Viz kapitolaପବିତ୍ର ବାଇବଲ26 ଯୋଷେଫ ଗୃହକୁ ପ୍ରବେଶ କରନ୍ତେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହା ପରେ ସେମାନେ ଯୋଷେଫଙ୍କୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ। Viz kapitola |