Online Bible

- Reklamy -




ଆଦି ପୁସ୍ତକ 43:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜିଯାଏ ବଞ୍ଚିଅଛନ୍ତି?

Viz kapitola kopírovat

ଓଡିଆ ବାଇବେଲ

27 ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି ? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?”

Viz kapitola kopírovat

ପବିତ୍ର ବାଇବଲ

27 ଯୋଷେଫ ସେମାନଙ୍କୁ ସେମାନଙ୍କର ଭଲମନ୍ଦ ବିଷୟରେ ପଗ୍ଭରିଲେ। ତା'ପରେ ଯୋଷେଫ କହିଲେ, “ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲରେ ବଞ୍ଚିଛନ୍ତି ତ?”

Viz kapitola kopírovat




ଆଦି ପୁସ୍ତକ 43:27

Následuj nás:

Reklamy


Reklamy