Online Bible

- Reklamy -




ଆଦି ପୁସ୍ତକ 43:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ।

Viz kapitola kopírovat

ଓଡିଆ ବାଇବେଲ

32 ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ।

Viz kapitola kopírovat

ପବିତ୍ର ବାଇବଲ

32 ଯୋଷେଫଙ୍କର ଦାସମାନେ ଯୋଷେଫଙ୍କ ପାଇଁ ଏକ ଟେବୁଲ, ଏକ ଟେବୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟେବୁଲ ମିସ୍ରୀୟମାନଙ୍କ ପାଇଁ ଯେଉଁମାନେ ସେମାନଙ୍କ ସହିତ ବସି ଖାଇବେ। କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବା ମିସ୍ରୀୟମାନଙ୍କର ପ୍ରଥା ନ ଥିଲା। ମିସ୍ରୀୟମାନେ ଏବ୍ରୀୟମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବେଚିତ ହୁଏ।

Viz kapitola kopírovat




ଆଦି ପୁସ୍ତକ 43:32

Následuj nás:

Reklamy


Reklamy