ଆଦି ପୁସ୍ତକ 43:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ପୁଣି ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମିନର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ। Viz kapitolaଓଡିଆ ବାଇବେଲ34 ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ। Viz kapitolaପବିତ୍ର ବାଇବଲ34 ଦାସମାନେ ଯୋଷେଫଙ୍କ ଟେବୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥା’ନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ୟାମୀନକୁ ଅଧିକ ପାଞ୍ଚ ଥର ପରଷୁଥା’ନ୍ତି। ସେମାନେ ସମସ୍ତେ ଖାଇ ପିଇ ଆନନ୍ଦ କଲେ। Viz kapitola |