ଆଦି ପୁସ୍ତକ 44:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଯିହୁଦା କହିଲା, ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିରୂପେ ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ଵର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ସମସ୍ତେ ହିଁ ପ୍ରଭୁଙ୍କର ଦାସ ହେଲୁ। Viz kapitolaଓଡିଆ ବାଇବେଲ16 ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ ? ଆଉ କି କଥା କହିବୁ ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।” Viz kapitolaପବିତ୍ର ବାଇବଲ16 ଯିହୁଦା କହିଲା, “ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫେଇ ଦେବାର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରି ପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ଦୋଷ। ପରମେଶ୍ୱରଙ୍କ ବିଗ୍ଭରରେ ଆମ୍ଭେ କରିଥିବା କାର୍ଯ୍ୟ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ଆପଣଙ୍କ ଦାସ ହୋଇ ରହିବୁ, ତାହା ସହିତ ଯାହାର ପଟରୁ ଆପଣଙ୍କ ପାତ୍ର ମିଳିଲା।” Viz kapitola |