ଆଦି ପୁସ୍ତକ 44:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହି ସବୁ କଥା କହିଲୁ। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ। Viz kapitolaପବିତ୍ର ବାଇବଲ24 ତେଣୁ ଆମ୍ଭେ ପିତାଙ୍କ ନିକଟକୁ ଫେରି ଗଲୁ ଓ ଆପଣ ଯାହା କହିଥିଲେ, ତାଙ୍କୁ କହିଲୁ। Viz kapitola |