Online Bible

- Reklamy -




ଆଦି ପୁସ୍ତକ 44:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁକହିଲେ, ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

27 ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।”

Viz kapitola kopírovat

ପବିତ୍ର ବାଇବଲ

27 ଏହା ପରେ ଆମ୍ଭର ପିତା ଆମ୍ଭକୁ କହିଲେ, ‘ତୁମ୍ଭେ ଜାଣ ମୋର ସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନେଇଥିଲେ।

Viz kapitola kopírovat




ଆଦି ପୁସ୍ତକ 44:27

Následuj nás:

Reklamy


Reklamy