ଆଦି ପୁସ୍ତକ 44:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ତ ଖଣ୍ତ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ। Viz kapitolaଓଡିଆ ବାଇବେଲ28 ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, “ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।” Viz kapitolaପବିତ୍ର ବାଇବଲ28 ଗୋଟିଏ ପୁତ୍ର ମୋ'ଠାରୁ ଦୂରକୁ ଗ୍ଭଲିଗଲା। ସେହି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ୱାସ କରେ ସେ ହିଂସ୍ର ଜନ୍ତୁ ଦ୍ୱାରା ଗ୍ରାସିତ ହୋଇଯାଇଛି। Viz kapitola |