ଆଦି ପୁସ୍ତକ 44:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’ Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯେବେ ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ଵକେଶରେ ପାତାଳକୁ ପଠାଇବ। Viz kapitolaଓଡିଆ ବାଇବେଲ29 ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ମୃତ୍ୟୁୁ ମୁଖରେ ପକାଇବ। Viz kapitolaପବିତ୍ର ବାଇବଲ29 ଯଦି ତୁମ୍ଭେ ମୋର ଆର ପୁତ୍ରକୁ ମୋ'ଠାରୁ ଦୂରେଇ ନିଅ। ଏବଂ ଯଦି ତା'ର କିଛି ହୁଏ, ତେବେ ମୁଁ ଦୁଃଖରେ ମରିଯିବି।’ Viz kapitola |