Online Bible

- Reklamy -




ଆଦି ପୁସ୍ତକ 44:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱ କେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ଵକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।

Viz kapitola kopírovat

ଓଡିଆ ବାଇବେଲ

31 କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।

Viz kapitola kopírovat

ପବିତ୍ର ବାଇବଲ

31 ଆମ୍ଭର ପିତା ଏକ ଦୁଃଖୀ ବୃଦ୍ଧ ଲୋକ, ସେ ଯେତେବେଳେ ଦେଖିବେ ବିନ୍ୟାମୀନ ଆମ୍ଭ ସହିତ ନାହିଁ। ଏହା ଆମ୍ଭର ଦୋଷ ହେବ। ଆମ୍ଭ ଯୋଗୁଁ ସେ ଦୁଃଖୀ ମଣିଷ ପରି ମୃତ୍ୟୁବରଣ କରିବେ।

Viz kapitola kopírovat




ଆଦି ପୁସ୍ତକ 44:31

Následuj nás:

Reklamy


Reklamy