Online Bible

- Reklamy -




ଆଦି ପୁସ୍ତକ 45:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ଵରରେ କହିଲେ, ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର। ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

1 ଯୋଷେଫ ନିଜକୁ ବେଶି ଦିନ ନିୟନ୍ତ୍ରଣରେ ରଖି ପାରି ନ ଥିଲେ। ଯୋଷେଫ ସମସ୍ତ ଲୋକଙ୍କୁ ସମ୍ମୁଖକୁ ଡାକି କହିଲେ, “ସମସ୍ତେ ଏଠାରୁ ଗ୍ଭଲିଯାଅ।” ତେଣୁ କେହି ନ ଥିଲାବେଳେ ଯୋଷେଫ ନିଜକୁ ଭାଇମାନଙ୍କ ସମ୍ମୁଖରେ ପରିଚିତ କରାଇଲେ।

Viz kapitola kopírovat




ଆଦି ପୁସ୍ତକ 45:1

Následuj nás:

Reklamy


Reklamy