ଆଦି ପୁସ୍ତକ 45:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’” Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ। Viz kapitolaଓଡିଆ ବାଇବେଲ20 ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।” Viz kapitolaପବିତ୍ର ବାଇବଲ20 ସମସ୍ତ ମିଶର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ। ତୁମ୍ଭର ସମ୍ପତ୍ତିକୁ ତୁମ୍ଭର ଜନ୍ମଭୂମିରେ ପରିତ୍ୟାଗ କରିବା ବିଷୟରେ ଦୁଃଖ କର ନାହିଁ।” Viz kapitola |