Online Bible

- Reklamy -




ଆଦି ପୁସ୍ତକ 45:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ମୁଁ ଯୋଷେଫ; ମୋʼ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଉଦ୍ବିଗ୍ନ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

3 ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋ’ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି ?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

3 ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ ଅଟେ। ମୋର ପିତା କୁଶଳରେ ତ?” କିନ୍ତୁ ତାଙ୍କ ଭାଇମାନେ କିଛି ଉତ୍ତର ଦେଲେ ନାହିଁ, କାରଣ ସେମାନେ ଭୟ କରୁଥିଲେ।

Viz kapitola kopírovat




ଆଦି ପୁସ୍ତକ 45:3

Následuj nás:

Reklamy


Reklamy