Online Bible

- Reklamy -




ଆଦି ପୁସ୍ତକ 45:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ଵର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।

Viz kapitola kopírovat

ଓଡିଆ ବାଇବେଲ

5 ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ

5 ବର୍ତ୍ତମାନ ତୁମ୍ଭେ ବ୍ୟସ୍ତ ହୁଅ ନାହିଁ। ମୋତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ୱର ମୋତେ ଏଠାକୁ ପଠାଇଲେ।

Viz kapitola kopírovat




ଆଦି ପୁସ୍ତକ 45:5

Následuj nás:

Reklamy


Reklamy