Online Bible

- Reklamy -




ଆଦି ପୁସ୍ତକ 45:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଣୁକରି ପରମେଶ୍ଵର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

7 ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇ ଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

7 ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି।

Viz kapitola kopírovat




ଆଦି ପୁସ୍ତକ 45:7

Následuj nás:

Reklamy


Reklamy