Online Bible

- Reklamy -




ଆଦି ପୁସ୍ତକ 45:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ଵର ମୋତେ ସମସ୍ତ ମିସର ଦେଶର ପ୍ରଭୁ କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ଵ କର ନାହିଁ।

Viz kapitola kopírovat

ଓଡିଆ ବାଇବେଲ

9 ଏଣୁ ତୁମ୍ଭେମାନେ ଶୀଘ୍ର ମୋ’ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋ’ ନିକଟକୁ ଆସ, ବିଳମ୍ବ କର ନାହିଁ।

Viz kapitola kopírovat

ପବିତ୍ର ବାଇବଲ

9 ଯୋଷେଫ କହିଲେ, “ଶୀଘ୍ର ମୋର ପିତାଙ୍କ ନିକଟକୁ ଯାଅ। ତାଙ୍କୁ କୁହ ତୁମ୍ଭର ପୁତ୍ର ଯୋଷେଫ ଏହି ବାର୍ତ୍ତା ଦେଇଛନ୍ତି। ‘ପରମେଶ୍ୱର ମୋତେ ମିଶରର ରାଜ୍ୟପାଳ କରିଛନ୍ତି। ତେଣୁ ମୋ’ ପାଖକୁ ଆସ ଅପେକ୍ଷା କର ନାହିଁ। ଶୀଘ୍ର ଆସ।

Viz kapitola kopírovat




ଆଦି ପୁସ୍ତକ 45:9

Následuj nás:

Reklamy


Reklamy