ଆଦି ପୁସ୍ତକ 46:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏମାନେ ଓ କନ୍ୟା ଦୀଣା ପଦ୍ଦନ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ। Viz kapitolaଓଡିଆ ବାଇବେଲ15 ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ। Viz kapitolaପବିତ୍ର ବାଇବଲ15 ରୁବେନ୍, ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଏବଂ ସବୂଲୂନ୍, ଯାକୁବ ଓ ଲେୟାଙ୍କର ସନ୍ତାନ ଥିଲେ। ଲେୟା ସେମାନଙ୍କୁ ପଦ୍ଦନ୍ ଅରାମରେ ଜନ୍ମ କରିଥିଲେ। ତାଙ୍କର ମଧ୍ୟ ଏକ କନ୍ୟା ଥିଲା। ତା'ର ନାମ ଦୀଣା। ଏହିପରି ତାଙ୍କର ପରିବାର ତେତିଶ ଜଣ ଥିଲେ। Viz kapitola |