Online Bible

- Reklamy -




ଆଦି ପୁସ୍ତକ 46:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ (ଦାସୀ) ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ପ୍ରାଣୀ।

Viz kapitola kopírovat

ଓଡିଆ ବାଇବେଲ

25 ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।

Viz kapitola kopírovat

ପବିତ୍ର ବାଇବଲ

25 ଏମାନେ ବିଲହାର ପୁତ୍ରଗଣ ଥିଲେ। ଲାବନ ବିଲହାକୁ ସେବିକାରୂପେ ତା'ର କନ୍ୟା ରାହେଲକୁ ଦେଲେ। ତେଣୁ ଯାକୁବଙ୍କର ସାତ ଜଣ ବଂଶଧର ବିଲହାଠାରୁ ଜନ୍ମ ହୋଇଥିଲେ।

Viz kapitola kopírovat




ଆଦି ପୁସ୍ତକ 46:25

Následuj nás:

Reklamy


Reklamy