ଆଦି ପୁସ୍ତକ 46:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’ Viz kapitolaପବିତ୍ର ବାଇବଲ (Re-edited) - (BSI)32 ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ଆଣିଅଛନ୍ତି। Viz kapitolaଓଡିଆ ବାଇବେଲ32 ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି। Viz kapitolaପବିତ୍ର ବାଇବଲ32 ସେମାନେ ମେଷପାଳକ ମନୁଷ୍ୟମାନେ, ଯେଉଁମାନେ ଜୀବନ୍ତ ପ୍ରାଣୀର ଯତ୍ନ ନିଅନ୍ତି। ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବଶ୍ୱ ଆଣିଛନ୍ତି।’ Viz kapitola |