ଆଦି ପୁସ୍ତକ 47:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କିହେତୁ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ? Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ ?” Viz kapitolaପବିତ୍ର ବାଇବଲ15 ଏହା ପରେ ମିଶର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ ମିସ୍ରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସିଲେ ଏବଂ କହିଲେ, “ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରୀ ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।” Viz kapitola |