Online Bible

- Reklamy -




ଆଦି ପୁସ୍ତକ 47:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଏଣୁକରି ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କିହେତୁ ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ଏଉତ୍ତାରୁ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି ଭୂମି ମଧ୍ୟ ବିନଷ୍ଟ ହେବ।

Viz kapitola kopírovat

ଓଡିଆ ବାଇବେଲ

19 ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”

Viz kapitola kopírovat

ପବିତ୍ର ବାଇବଲ

19 ନିଶ୍ଚିତରେ ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ। କିନ୍ତୁ ଯଦି ଆପଣ ଆମ୍ଭକୁ ଖାଦ୍ୟ ଦିଅନ୍ତି ତେବେ ଆମ୍ଭେ ଆମ୍ଭର ଭୂମି ଫାରୋଙ୍କୁ ଦେବୁ। ଏବଂ ଆମ୍ଭେ ତାଙ୍କର ଦାସ ହେବୁ। ଆମ୍ଭକୁ କିଛି ବିହନ ମଧ୍ୟ ଦିଅନ୍ତୁ। ଆମ୍ଭେ ଗଛ କରି ପାରିବୁ। ଏଥିରେ ଆମ୍ଭେ ନ ମରି ବଞ୍ଚିବୁ। ଏବଂ ଭୂମି ମଧ୍ୟ ଆମ୍ଭମାନଙ୍କ ପାଇଁ ଖାଦ୍ୟ ଯୋଗାଇବ।”

Viz kapitola kopírovat




ଆଦି ପୁସ୍ତକ 47:19

Následuj nás:

Reklamy


Reklamy