ଆଦି ପୁସ୍ତକ 47:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ସେମାନେ କହିଲେ, ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ। Viz kapitolaଓଡିଆ ବାଇବେଲ25 ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।” Viz kapitolaପବିତ୍ର ବାଇବଲ25 ଲୋକମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ। ଆପଣଙ୍କ କୃପା ଦୃଷ୍ଟି ହେଲେ ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।” Viz kapitola |