Online Bible

- Reklamy -




ଆଦି ପୁସ୍ତକ 47:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ସେ ସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି ସେଠାରେ ସେମାନେ ଅଧିକାର ପାଇ ପ୍ରଜାବ; ଓ ଅତିଶୟ ବହୁବଂଶ ହେଲେ।

Viz kapitola kopírovat

ଓଡିଆ ବାଇବେଲ

27 ସେ ସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।

Viz kapitola kopírovat

ପବିତ୍ର ବାଇବଲ

27 ସେ ସମୟରେ ଇସ୍ରାଏଲ (ଯାକୁବ) ମିଶରରେ ଗୋଶନ ପ୍ରଦେଶରେ ବାସ କଲେ। ସେଠାରେ ଇସ୍ରାଏଲମାନେ ସଫଲ ହେଲେ ଏବଂ ସେମାନଙ୍କର ପରିବାରସବୁ ବୃଦ୍ଧି ପାଇଲା।

Viz kapitola kopírovat




ଆଦି ପୁସ୍ତକ 47:27

Následuj nás:

Reklamy


Reklamy