ଆଦି ପୁସ୍ତକ 47:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ। Viz kapitolaଓଡିଆ ବାଇବେଲ29 ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ। Viz kapitolaପବିତ୍ର ବାଇବଲ29 ଇସ୍ରାଏଲଙ୍କର ମରଣ ଦିନ ପାଖେଇ ଆସିବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡାକି କହିଲେ, “ମୁଁ ଯେବେ ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ। ପୁଣି ମୋ’ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ମୋତେ ଏହି ମିଶର ଦେଶରେ କବର ଦିଅ ନାହିଁ। Viz kapitola |