Online Bible

- Reklamy -




ଆଦି ପୁସ୍ତକ 47:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ। ତହିଁରେ ଯୋଷେଫ କହିଲେ, ତୁମ୍ଭ ଆଜ୍ଞା ପ୍ରମାଣେ କରିବି।

Viz kapitola kopírovat

ଓଡିଆ ବାଇବେଲ

30 ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”

Viz kapitola kopírovat

ପବିତ୍ର ବାଇବଲ

30 ମୁଁ ମୋର ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ ତୁମ୍ଭେ ମୋତେ ଏହି ମିଶର ଦେଶରୁ ନେଇଯାଇ ସେମାନଙ୍କର କବର ସ୍ଥାନରେ କବରଶାୟୀ କରାଅ।” ଯୋଷେଫ କହିଲେ, “ମୁଁ ପ୍ରତିଜ୍ଞା କରୁଅଛି ତୁମ୍ଭର ଇଚ୍ଛାନୁସାରେ କରିବି।”

Viz kapitola kopírovat




ଆଦି ପୁସ୍ତକ 47:30

Následuj nás:

Reklamy


Reklamy