Online Bible

- Reklamy -




ଆଦି ପୁସ୍ତକ 47:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, ସେ ତାଙ୍କ ନିକଟରେ ଶପଥ କଲେ। ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ତଆଡ଼େ ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

31 ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ବରଙ୍କ ଆରାଧନା କଲେ।

Viz kapitola kopírovat

ପବିତ୍ର ବାଇବଲ

31 ଏହା ପରେ ଯାକୁବ କହିଲେ, “ତୁମ୍ଭେ ଶପଥ କର।” ଏବଂ ଯୋଷେଫ ତାଙ୍କ ସମ୍ମୁଖରେ ଶପଥ କଲେ। ଏହା ପରେ ଇସ୍ରାଏଲ ଶଯ୍ୟାର ମୁଣ୍ଡ ଆଡ଼େ ପ୍ରଣାମ କଲେ।

Viz kapitola kopírovat




ଆଦି ପୁସ୍ତକ 47:31

Následuj nás:

Reklamy


Reklamy