Online Bible

- Reklamy -




ଆଦି ପୁସ୍ତକ 47:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଗ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।

Viz kapitola kopírovat

ଓଡିଆ ବାଇବେଲ

6 ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”

Viz kapitola kopírovat

ପବିତ୍ର ବାଇବଲ

6 ତୁମ୍ଭେ ସେମାନଙ୍କୁ ମିଶରର ଯେକୌଣସି ସ୍ଥାନରେ ଆମ୍ଭମାନଙ୍କର ଭୂମିର ଅଂଶରୁ ନିଜର ରୁଚି ଅନୁସାରେ ଦେଇ ପାର। ମିଶରର ସବୁଠାରୁ ଭଲ ଭୂମି ତୁମ୍ଭର ପିତା ଓ ତୁମ୍ଭର ଭାଇମାନଙ୍କୁ ଦିଅ। ସେମାନେ ଗୋଶନ ଦେଶରେ ରୁହନ୍ତୁ। ରହିବା ପାଇଁ ସେମାନଙ୍କୁ ଗୋଶନ ପ୍ରଦେଶ ଦିଅ। ଏବଂ ସେମାନେ ଯଦି ପାରଙ୍ଗମ ତେବେ ସେମାନଙ୍କୁ ମୋର ପଶୁପଲଗୁଡ଼ିର ଅଧ୍ୟକ୍ଷ ଭାବରେ ନିଯୁକ୍ତ କର।”

Viz kapitola kopírovat




ଆଦି ପୁସ୍ତକ 47:6

Následuj nás:

Reklamy


Reklamy