Online Bible

- Reklamy -




ଆଦି ପୁସ୍ତକ 48:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,

Viz kapitola kopírovat

ଓଡିଆ ବାଇବେଲ

15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,

Viz kapitola kopírovat

ପବିତ୍ର ବାଇବଲ

15 ଅନନ୍ତର ଇସ୍ରାଏଲ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକ ଗମନାଗମନ କରିଥିଲେ। ଯେଉଁ ପରମେଶ୍ୱର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି।

Viz kapitola kopírovat




ଆଦି ପୁସ୍ତକ 48:15

Následuj nás:

Reklamy


Reklamy