ଆଦି ପୁସ୍ତକ 49:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ। Viz kapitolaଓଡିଆ ବାଇବେଲ29 ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ। Viz kapitolaପବିତ୍ର ବାଇବଲ29 ଏହା ପରେ ଇସ୍ରାଏଲ ତାଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ମୁଁ ଯେତେବେଳେ ମରିବି, ମୋର ପୂର୍ବପୁରୁଷମାନଙ୍କ ସହିତ ମୋତେ ଇଫ୍ରୋଣର ହେତୀୟ କ୍ଷେତରେ କବର ଦିଅ। Viz kapitola |