Online Bible

- Reklamy -




ଆଦି ପୁସ୍ତକ 49:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ହେବ।

Viz kapitola kopírovat

ଓଡିଆ ବାଇବେଲ

30 ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।

Viz kapitola kopírovat

ପବିତ୍ର ବାଇବଲ

30 ଯେଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମ‌କ୍‌ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ। ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।

Viz kapitola kopírovat




ଆଦି ପୁସ୍ତକ 49:30

Následuj nás:

Reklamy


Reklamy