ଆଦି ପୁସ୍ତକ 50:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ଵନ କଲେ। Viz kapitolaଓଡିଆ ବାଇବେଲ1 ସେତେବେଳେ ଯୋଷେଫ ଆପଣା ପିତାଙ୍କର ମୁଖରେ ମୁଖ ଦେଇ ରୋଦନ କରି ଚୁମ୍ବନ କଲେ। Viz kapitolaପବିତ୍ର ବାଇବଲ1 ଇସ୍ରାଏଲ ମରିଯିବା ପରେ, ଯୋଷେଫ ବହୁତ ଦୁଃଖ କଲେ ଏବଂ ସେ ରୋଦନ କଲେ ଓ ପିତାଙ୍କୁ ଚୁମ୍ବନ କଲେ। Viz kapitola |